EAST COAST RAILWAY GENERAL MANAGER INSPECTED PURI COACH MAINTENANCE DEPOT. Ommtv
EAST COAST RAILWAY GENERAL MANAGER INSPECTED PURI COACH MAINTENANCE DEPOT. Ommtv
EAST COAST RAILWAY GENERAL MANAGER INSPECTED PURI COACH MAINTENANCE DEPOT. Ommtv
- Priority foreasy maintenance and cleaning of the carriage.
- Stressed to provide clean and hygienic train journey.
- Reviewed on-going construction work for World Class Station at Puri.
East Coast Railway General Manager Shri Roop Narayan Sunkar inspected the Train Coach Maintenance Depot at Puri, today and took stock of amenities provided in train coaches for the benefit of passengers.Shri Sunkar advised concerned officials to maintain proper cleanliness and maintain hygiene of coaches. While inspecting the Pit Line, Shri Sunkar stressed on maintenance of coaches including Coach Cleaning, Charging, Watering along with other necessary facilities including Cat Walks of Pit Line to provide easy access to each coaches of the rake which helps easy maintenance and cleaning of carriages. Pit Lines are major infrastructure facilities required for conducting primary maintenance of passenger coaches. After every scheduled trip, Under-Gear Examination, checking of the Braking System, Electrical Maintenance, Cleaning, Washing of both Exterior and Interior parts of Coaches, checking the Amenity Fittings and Watering of the Coaches are being carried out at pit lines.Apart from this, Shri Sunkar also reviewed the on-going works for Redevelopment of Puri Railway Station with World Class infrastructure & facilities and instructed concerned officials to execute the project work in an exemplary manner.The facilities provided at Puri Railway Station are mostly targeted for the comfort of passengers, especially tourists and pilgrims from all over the world. Last Year during Rath Yatra time, Hon’ble Railway Minister Shri Ashwini Vaishnaw personally inspected the passenger facilities & amenities along with infrastructure facilities provided at Puri Railway Station. Hence, the visit of General Manager Shri Sunkar supplements the continuous effort of East Coast Railway towards progressing for best facility and comfort of passengers at Puri. Divisional Railway Manager of Khurda Road Shri Rinkesh Roy along with Senior Officials from ECoR Headquarters and from Khurda Road Division were present on the occasion.
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ କୋଚ୍ ମେଣ୍ଟେନାନ୍ସ ଡିପୋଟ୍ ନିରୀକ୍ଷଣ : Ommtv
କୋଚ ଗୁଡିକର ସହଜ ରକ୍ଷଣାବେକ୍ଷଣ ଏବଂ ପରିଚ୍ଛନ୍ନତା ପାଇଁ ପ୍ରାଥମିକତା |
ସ୍ୱଚ୍ଛ ଏବଂ ସ୍ୱାସ୍ଥ୍ୟ ଉପଯୋଗୀ ଟ୍ରେନ୍ ଯାତ୍ରା ଯୋଗାଇବା ପାଇଁ ଗୁରୁତ୍ୱାରୋପ |
ପୁରୀରେ ୱାର୍ଲ୍ଡ କ୍ଲାସ୍ ଷ୍ଟେସନ୍ ପାଇଁ ଚାଲୁରହିଥିବା ନିର୍ମାଣ କାର୍ଯ୍ୟର ସମୀକ୍ଷା |
ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକର ଆଜି ପୁରୀ ଗସ୍ତ କରି ପୁରୀ ଷ୍ଟେସନ ନିକଟସ୍ଥ ଟ୍ରେନ୍ କୋଚ୍ ରକ୍ଷଣାବେକ୍ଷଣ ଡିପୋ ଯାଞ୍ଚ କରିବା ସହିତ ଯାତ୍ରୀମାନଙ୍କ ସୁବିଧା ପାଇଁ ଟ୍ରେନ୍ କୋଚରେ ପ୍ରଦାନ କରାଯାଉଥିବା ସୁବିଧାଗୁଡ଼ିକର ଯାଞ୍ଚ କରିଛନ୍ତି |
ଉଚ୍ଚମାନର ଯାତ୍ରୀ ସୁବିଧା ଯୋଗାଇବା ଉପରେ ଗୁରୁତ୍ୱାରୋପ କରି ଶ୍ରୀ ସୁନକର ଉପଯୁକ୍ତ ପରିଷ୍କାର ପରିଚ୍ଛନ୍ନତା ଏବଂ କୋଚର ସ୍ୱଚ୍ଛତା ବଜାୟ ରଖିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି | ପିଟ୍ ଲାଇନ୍ ଯାଞ୍ଚ କରିବା ସମୟରେ ଶ୍ରୀ ସୁନକର କୋଚ୍ ଗୁଡିକର ସଫେଇ କାର୍ଯ୍ୟ, ଚାର୍ଜିଂ, ପାଣି ଭରିବା ସହିତ କୋଚ୍ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିବା ସହ ଟ୍ରେନ ରେକ୍ ର ପ୍ରତ୍ୟେକ କୋଚ୍ ଗୁଡିକର ସହଜ ସୁବିଧା ଯୋଗାଇବା ପାଇଁ ଆବଶ୍ୟକୀୟ ସୁବିଧା ପ୍ରଦାନ କରିବାକୁ କହିଛନ୍ତି |
ଯାତ୍ରୀ କୋଚଗୁଡିକର ପ୍ରାଥମିକ ରକ୍ଷଣାବେକ୍ଷଣ ପାଇଁ ପିଟ୍ ଲାଇନ୍ ହେଉଛି ପ୍ରମୁଖ ଭିତ୍ତିଭୂମି ସୁବିଧା | ପ୍ରତ୍ୟେକ ନିର୍ଦ୍ଧାରିତ ଯାତ୍ରା ପରେ, ଅଣ୍ଡର-ଗିଅର ପରୀକ୍ଷା, ବ୍ରେକିଂ ସିଷ୍ଟମ ଯାଞ୍ଚ, ବୈଦ୍ୟୁତିକ ରକ୍ଷଣାବେକ୍ଷଣ, ସଫେଇ କରିବା, କୋଚର ଉଭୟ ବାହ୍ୟ ଏବଂ ଆଭ୍ୟନ୍ତରୀଣ ଅଂଶ ଧୋଇବା, କୋଚ୍ ଗୁଡିକ ମଧ୍ୟରେ ଯାତ୍ରୀ ପରିସେବା ଗୁଡିକର ଫିଟିଙ୍ଗ ଏବଂ ଜଳ ଭରିବା ଯାଞ୍ଚ କରାଯାଇଥାଏ |
ଏହା ବ୍ୟତୀତ, ଶ୍ରୀ ସୁନକର ପୁରୀ ରେଳ ଷ୍ଟେସନର ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଏବଂ ଆଧୁନିକ ଯାତ୍ରୀ ସୁବିଧା ସହିତ ପୁନଃ ବିକାଶ ପାଇଁ ଚାଲିଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିବା ସହିତ ଏହି ପ୍ରକଳ୍ପ କାର୍ଯ୍ୟକୁ ଏକ ଆଦର୍ଶ ନିର୍ମାଣ କାର୍ଯ୍ୟ କରାଇବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି |
ପୁରୀ ରେଳ ଷ୍ଟେସନରେ ଯୋଗାଇ ଦିଆଯାଇଥିବା ଯାତ୍ରୀ ପରିସେବା ମୁଖ୍ୟତ ଯାତ୍ରୀମାନଙ୍କ ପାଇଁ ବିଶେଷକରି ପର୍ଯ୍ୟଟକ ଏବଂ ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଲକ୍ଷ୍ୟ ରଖାଯାଇଅଛି | ଗତ ବର୍ଷ ରଥ ଯାତ୍ରା ସମୟରେ ମାନ୍ୟବର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ରେଳ ଷ୍ଟେସନରେ ପ୍ରଦାନ କରାଯାଇଥିବା ଭିତ୍ତିଭୂମି ସୁବିଧା ସହିତ ଯାତ୍ରୀ ପରିସେବା ତଥା ସୁବିଧା ନିରୀକ୍ଷଣ କରିଥିଲେ | ତେଣୁ, ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ସୁନକରଙ୍କ ପରିଦର୍ଶନ ପୁରୀରେ ସର୍ବୋତ୍ତମ ସୁବିଧା ଏବଂ ଯାତ୍ରୀମାନଙ୍କ ଆରାମ ପାଇଁ ସୁବିଧା ପ୍ରଦାନ କରାଯାଉଥିବା ପରିସେବା ଗୁଡିକର ଅଗ୍ରଗତି ଦିଗରେ ପୂର୍ବ ତଟ ରେଳପଥର ନିରନ୍ତର ପ୍ରୟାସକୁ ପରିପୂର୍ଣ୍ଣ କରିବା କ୍ଷେତ୍ରରେ ଏକ ମହତ କାର୍ଯ୍ୟ ଅଟେ |
ଏହି ନିରୀକ୍ଷଣ ସମୟରେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ରିଙ୍କେଶ ରାୟଙ୍କ ସହ ପୂର୍ବତଟ ରେଳପଥ ମୁଖ୍ୟାଳୟ ଏବଂ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ବରିଷ୍ଠ ଅଧିକାରୀମାନେ ଶ୍ରୀ ସୁନକରଙ୍କୁ ସହାୟତା କରିଥିଲେ |