ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍ : Ommtv Round The Clock

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍ : Ommtv Round The Clock

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍: Ommtv Round The Clock

ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍। ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ନେଇ ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନାରେ ଏତଲା ହୋଇଥିଲା। ପୁଲିସ ଏବେ ଏହି ମାମଲାରେ ତଦନ୍ତ କରିବାକୁ ଆସି ଦ୍ୱିତୀୟ ଥର କ୍ୱାର୍ଟସରେ ପହଞ୍ଚିଛି। ଏହାପୂର୍ବରୁ ପୁଲିସ ଯେତେବେଳେ ତଦନ୍ତ କରିବାକୁ ଆସିଥିଲା କହିଥିଲା, ରଘୁନନ୍ଦନଙ୍କ କ୍ୱାର୍ଟସର ସିସିଟିଭି ଫୁଟେଜ୍ ମଗାଯାଇଛି।