59th Honorary Doctorate to Achyuta Samanta : Ommtv Round The Clock

59th Honorary Doctorate to Achyuta Samanta : Ommtv Round The Clock

59th Honorary Doctorate to Achyuta Samanta : Ommtv Round The Clock

59th Honorary Doctorate to Achyuta Samanta : Ommtv Round The Clock

Kolkata, 12th August: Eminent educationist and philanthropist Prof. Achyuta Samanta has been conferred honorary doctorates by many prestigious universities across various countries for his outstanding contributions to education and social work.Techno India University (TIU), a prominent university in Kolkata, awarded the honorary PhD to Prof. Samanta today for his remarkable achievements in these fields. This marks his 59th honorary doctorate.He received the honour at a special function organized by the university. Prof. Samanta expressed his gratitude to the university and the people of West Bengal for their love and affection.

 

ଟେକ୍ନୋ ଇଣ୍ଡିଆ ବିଶ୍ୱବଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‍

କୋଲକାତା,୧୨ ।୮: ବିଶିଷ୍ଟ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କୋଲକାତାର ଏକ ପ୍ରମୁଖ ବିଶ୍ୱବିଦ୍ୟାଳୟ ଟେକ୍ନୋ ଇଣ୍ଡିଆ ୟୁନିଭରସିଟି (ଟିଆଇୟୁ)ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ସମାବର୍ତନ ଉତ୍ସବ ୨୦୨୪ରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନସୂଚକ ଡ଼କ୍ଟୋରେଟ୍‍ ଡ଼ିଗ୍ରୀ ପ୍ରଦାନ କରାଯାଇଛି । ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୯ତମ ସମ୍ମାନସୂଚକ ଡକ୍ଟୋରେଟ୍‍ ଡ଼ିଗ୍ରୀ । ଏହି ସମ୍ମାନ ନିମନ୍ତେ ଶ୍ରୀ ସାମନ୍ତ ଟେକ୍ନୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇବା ସହ ପଶ୍ଚିମବଙ୍ଗବାସୀଙ୍କୁ ସେମାନଙ୍କର ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ଜଣାଇଛନ୍ତି । ଏହା ପୂର୍ବରୁ ସମାଜସେବା ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ବିଶ୍ୱର ବିଭିନ୍ନ ଦେଶର ବହୁ ସମ୍ମାନଜନକ ବିଶ୍ୱବିଦ୍ୟାଳୟ ଓ ପ୍ରତିଷ୍ଠିତ ଅନୁଷ୍ଠାନ ପକ୍ଷରୁ ଶ୍ରୀ ସାମନ୍ତଙ୍କୁ ସମ୍ମାନସୂଚକ ଡ଼କ୍ଟୋରେଟ୍‍ ଡ଼ିଗ୍ରୀ ପ୍ରଦାନ କରାଯାଇଛି ।