10th National Children’s Literary Festival at KIIT International School kicks off : Ommtv
10th National Children’s Literary Festival at KIIT International School kicks off : Ommtv
10th National Children’s Literary Festival at KIIT International School kicks off : Ommtv
Bhubaneswar, Nov 16: The 10th National Children’s Literary Festival 2024 at KIIT International School began on a high note today, with celebrated author Ruskin Bond inspiring young readers to embrace the joy of books. Addressing the audience virtually, he remarked, “Reading is important. Books can be great companions throughout your life. We must cultivate the love for literature, and festivals like this play a vital role in promoting books.”
The festival, organized by KIIT International School and Kloud 9, the school’s magazine, brought together renowned authors, actors, and educators to celebrate the power of literature. The event was inaugurated by KIIT and KISS President Saswati Bal, who commended the enthusiasm of the students and officially declared the festival open.
Notable guests included Marc L. Coleman, Head, International Curriculum, who shared his thoughts on how literature remains central to education. “Education is a journey and not a destination,” he said. “Reading is part of our lives, and books, whether fiction or non-fiction, are an integral part of our heritage.”
Actor Soha Ali Khan, attending the festival for the first time, said children should read books at least 15 minutes every day instead of wasting time on their mobile. “Book is the real friend of a child. They can earn more knowledge if read more. By which they can self-empowered and the society can develop with this”, she underscored.
Best-selling author Preeti Shenoy encouraged students to read widely and for pleasure. “Read for the joy of reading. Read for the love of reading. Read more books, whether they are bestsellers or not,” she said, motivating the young audience to explore diverse genres and perspectives.
Actor Vikrant Massey extended his congratulations to Kloud 9 and KIIT International School for hosting the festival. “I want to congratulate the organizers for this literary celebration. I hope to meet you all again next year,” he said in a video recorded message.
Dr. Mona Lisa Bal, Chairperson of KIIT International School and Editor, of the magazine Kloud 9, and Dr. Sanjay Suar, Principal, also addressed the gathering, emphasizing the importance of such platforms in nurturing creativity and critical thinking among students.
In a significant announcement, the magazine Kloud 9 revealed its transition to an all-digital format starting December 2024. This step marks a new chapter in its journey, ensuring a wider reach and embracing the digital age.
The 10th National Children’s Literary Festival 2024 promises a vibrant blend of literary discussions, storytelling sessions, and creative workshops, reaffirming KIIT International School’s commitment to fostering a love for literature among young minds.
ଭୁବନେଶ୍ୱର, ୧୬ ।୧୧: କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ରେ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି । ଏଥିରେ ବିଶିଷ୍ଟ ଅଭିନେତ୍ରୀ ତଥା ଲେଖିକା ସୋହା ଅଲ୍ଲୀ ଖାଁ, ଲେଖିକା ପ୍ରୀତି ସେନୋୟ, କିଟ୍ ଓ କିସ୍ ସଭାପତି ଶାଶ୍ୱତୀ ବଳ, କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଚେୟାରପର୍ସନ ଡ. ମୋନାଲିସା ବଳ, ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଯୋଗଦେଇ ଥିବା ବେଳେ ଆଭାସୀରେ ବିଶିଷ୍ଟ ଶିଶୁ ସାହିତ୍ୟିକ ରସ୍କିନ୍ ବଣ୍ଡ ଓ ଅଭିନେତା ବିକ୍ରାନ୍ତ ମାସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।
ପଦ୍ମଶ୍ରୀ ରସ୍କିନ୍ ବଣ୍ଡ ନିଜ ବାର୍ତ୍ତାରେ ପୁସ୍ତକ ପାଠ ଉପରେ ଗୁରୁତ୍ୱାରୋପ କରି କହିଲେ, କେବଳ ବହି ହିଁ ଛାତ୍ରଛାତ୍ରୀଙ୍କ ସାରା ଜୀବନ ବନ୍ଧୁ ହୋଇ ରହିବ । ପୁସ୍ତକ ପଠନ ପ୍ରତି ଶିଶୁମାନଙ୍କ ଆଗ୍ରହ ବଢ଼ାଇବା ଦିଗରେ ଏଭଳି ସାହିତ୍ୟ ମହୋତ୍ସବ ବେଶ ଗୁରୁତ୍ୱ ରହିଛି ବୋଲି ଶ୍ରୀ ବଣ୍ଡ କହିଥିଲେ।
ଏଭଳି ଶିଶୁ ସାହିତ୍ୟ ମହୋତ୍ସବରେ ପ୍ରଥମ ଥର ଲାଗି ଯୋଗଦେଇଥିବା ସୋହା ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଶିଶୁମାନେ ଦେଶର ଭବିଷ୍ୟତ । ସେମାନେ ଏବେ ପାଠ ପଢ଼ା ପ୍ରତି ଧ୍ୟାନ ଦେବା ଉଚିତ । କିନ୍ତୁ ଦେଖାଯାଉଛି ଅଧିକାଂଶ ପିଲା ଏବେ ଅଧିକ ସମୟ ମୋବାଇଲ୍ ଦେଖିବାରେ ବ୍ୟସ୍ତ ରହୁଛନ୍ତି । ସେମାନେ ଦିନକୁ ୧୫ ମିନିଟ୍ ଯେ କୌଣସି ପୁସ୍ତକ ପାଠ କଲେ ସେମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ । ଏହା ଦ୍ୱାରା ସେମାନଙ୍କ ନିଜର ବିକାଶ ହେବା ସହ ଦେଶର ବିକାଶ ହେବ ବୋଲି ସୋହା କହିଥିଲେ । ଅନ୍ୟତମ ଅତିଥି ତଥା ଲେଖିକା ପ୍ରୀତି କହିଲେ, ପିଲାମାନେ ଯେତେ ଅଧିକରୁ ଅଧିକ ବହି ପଢ଼ିବ ତୁମର ଜ୍ଞାନ ସେତେ ଅଧିକ ବଢ଼ିବ । ତେଣୁ ପୁସ୍ତକ ପଠନ ତୁମମାନଙ୍କୁ ପ୍ରକୃତ ମନୋରଞ୍ଜନ ଓ ଜ୍ଞାନ ଦେଇପାରିବ ବୋଲି ସେ କହିଥିଲେ ।
ଅନ୍ୟତମ ଅତିଥି ବିକ୍ରାନ୍ତ ଛାତ୍ରଛାତ୍ରୀଙ୍କୁ ନିଜ ବାର୍ତ୍ତାରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛୋଟ ପିଲାଙ୍କ ପାଇଁ ଏଭଳି ସାହିତ୍ୟ ମହୋତ୍ସବ ଆୟୋଜନ କରିଥିବାରୁ ସେ ସ୍କୁଲ୍ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଥିଲେ । ସ୍କୁଲ୍ର ଇଣ୍ଟରନ୍ୟାସ୍ନାଲ୍ କରିକୁଲମ ମୁଖ୍ୟ ମାର୍କ ଏଲ୍ କୋଲେମନ କହିଲେ, ଶିକ୍ଷା ଏକ ଯାତ୍ରା ଏବଂ ଏହା ଏକ ଲକ୍ଷ୍ୟ ନୁହେଁ । ପୁସ୍ତକ ପଠନ ଆମ ଜୀବନର ଏକ ଅଂଶ ହେବା ଉଚିତ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମକୁ କିଟ୍ ଓ କିସ୍ ସଭାପତି ଶାଶ୍ୱତୀ ବଳ ଉଦ୍ଘାଟନ କରିଥିବା ବେଳେ ସ୍କୁଲ୍ର ଚେୟାରପର୍ସନ ତଥା ଇଂରାଜୀ ପତ୍ରିକା କ୍ଲାଉଡ୍-୯ର ସମ୍ପାଦିକା ଡ. ମୋନାଲିସା ବଳ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ସ୍କୁଲ୍ର ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଇଂରାଜୀ ପତ୍ରିକା କ୍ଲାଉଡ୍-୯ର ଉନ୍ମୋଚନ ହୋଇଥିଲା । ଦୁଇ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାହିତ୍ୟ ଆଲୋଚନା, ଗଳ୍ପ କଥନ, ପ୍ରତିଭା କର୍ମଶାଳା ଆଦି ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କଟକ ଓ ଭୁବନେଶ୍ୱର ବହୁ ବିଦ୍ୟାଳୟର ୧ହଜାର ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି ।