ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ଅନୁଷ୍ଠିତ : Ommtv

ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଏକ ଶପଥ ପାଠ

ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ଅନୁଷ୍ଠିତ : Ommtv

ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ଅନୁଷ୍ଠିତ : Ommtv
କଟକ ତା ୩୧.୧୦.୨୦୨୨ – ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ରାଜ୍ୟ ପୋଲିସ
ମୁଖ୍ୟାଳୟଠାରେ ଏକ ଶପଥ ପାଠ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ଜ୍ଝ ଆଇଜି
(ହେର୍ଡ କ୍ଵାର୍ଟର) ଶ୍ରୀ ଏସ୍. ଦେବଦତ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ଡତା ଓ
ସୁରକ୍ଷାକୁ ବଜାୟ ରଖିବା ପାଇଁ କାର‌୍ୟ୍ୟ କରିବାକୁ ଶପଥ ପାଠ କରାଇଥିଲେ ଜ୍ଝ ସୂଚନା
ଯୋଗ୍ୟ ଯେ ସ୍ଵାଧୀନ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ
ସ୍ଵର୍ଗତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସ ଅକ୍ଟୋବର – ୩୧
ତାରିଖକୁ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଏ ଜ୍ଝ
ଏହି ଶପଥ ପାଠ କାର‌୍ୟ୍ୟକ୍ରମରେ କାର‌୍ୟ୍ୟାଳୟର ବରିଷ୍ଠ ପୋଲିସ ଅଧିକାରୀ,
ସମସ୍ତ ସଂସ୍ଥା ଅଧିକାରୀ,ଉପବିଭାଗ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି
ଶପଥ ପାଠ କରିଥିଲେ  ।